ଜୀବନରେ ଶୂନ୍ୟଗର୍ଭା ଉଦାର ଆକାଶ ଉପରେ ପ୍ରତ୍ୟେକ ମଣିଷକୁ ହରରଙ୍ଗୀ ଚଢ଼େଇ ମନେ କରୁଥିବା କବି ସୌରୀନ୍ଦ୍ର ବାରିକଙ୍କ 'ଆକାଶ ପରି ନିବିଡ଼' କବିତା ସଂକଳନ ନିଚ୍ଛକ ଜୀବନଚିତ୍ର ପ୍ରଦାନ କରେ । ମହୁମାଛି ପରି ଆଲୁଅର ଡେଣାମେଲି ହୃଦୟକୁ ଆକ୍ରାନ୍ତ କରୁଥିବା ସ୍ମୃତିମାନଙ୍କୁ ନେଇ କବିପ୍ରାଣ ପ୍ରଗଳ୍]ଭ । ସେ ମ୍ଳାନ ସ୍ମୃତିର ପୃଷ୍ଠା ଭିତରେ ଶୁଷ୍କ ଜୀବନକୁ ପୁଣି ସାମାନ୍ୟ ସକ୍ରିୟ କରି ନେବାକୁ ତାଙ୍କର ଆଗ୍ରହ । କିନ୍ତୁ ତାଙ୍କୁ ମନେ ହୁଏ 'ସ୍ମୃତିର ଶୁଖିଲା ହାଡ଼କୁ ରେକୁଟି ରେକୁଟି ଶେଷରେ ନିଜ ଲୁହ ଚାଖିବା ହିଁ ଯେମିତି ଖାଲି ସାର ହୁଏ' । ପରିବର୍ତ୍ତନଶୀଳ ଆକାଶୀ ମନ ନେଇ ସମ୍ପର୍କ ବଦଳେ । ପ୍ରତାରଣା, ସମ୍ପର୍କର ଦୂରତ୍ୱ, ଅଶ୍ରୁ, ସ୍ୱପ୍ନ ମଧ୍ୟରେ ସ୍ନେହ କାଙ୍ଗାଳ କବିସତ୍ତା ତା'ର କବିତାର ଶବ୍ଦଙ୍କୁ ସାଉଁଟିନିଏ । ସେଇ ନିତିଦିନିଆ କଥା, ପ୍ରଜାପତି, ଫୁଲ, ହସ-କାନ୍ଦ, ଲୁହର ଶବ୍ଦ-ଦର୍ପଣରେ କବିଙ୍କୁ ଜୀବନର ବହୁବିଧ ରୂପ ଆଶ୍ୱାସନା ଦିଏ । କବିତାର ଶବ୍ଦ ଘୋଟି ଯା'ନ୍ତି ମେଘ ଓ ଅନ୍ଧାର ପରି ପୁଣି ଶବ୍ଦସବୁ ଫୁଟି ଉଠନ୍ତି ତାରା ଓ ଫୁଲ ପରି । କବି ସୌରୀନ୍ଦ୍ରଙ୍କ କବିତାର ପ୍ରତିଟି ଶବ୍ଦରେ ଅସଂଖ୍ୟ ପୃଥିବୀ, ଅସଂଖ୍ୟ ଈଶ୍ୱର କବିର ନାଭିକମଳକୁ ଧାରଣ କରନ୍ତି । ବାସ୍ ତା'ପରେ କବି ଚେତନା ଆକାଶ ପରି ନିବିଡ଼ ହୋଇଯାଏ ।
"synopsis" may belong to another edition of this title.
ସୌରୀନ୍ଦ୍ର ବାରିକ (୧୯୩୮-୨୦୧୬) ଆଧୁନିକ ଓଡ଼ିଆ କବିତା ସାହିତ୍ୟରେ ସଂପର୍କର ମହନୀୟତାକୁ କଳାତ୍ମକ ରୂପ ପ୍ରଦାନ କରିଥିବା ଜଣେ ଭାବପ୍ରବଣ କବି ଭାବରେ ସୌରୀନ୍ଦ୍ର ବାରିକ ଜଣେ ଯଶସ୍ୱୀ ସ୍ରଷ୍ଟାପୁରୁଷ । ୧୯୩୮ ମସିହା ଅକ୍]ଟୋବର ୩ ତାରିଖରେ ମୟୂରଭଞ୍ଜ ଜିଲ୍ଲାସ୍ଥ ବାରିପଦାରେ ସେ ଭୂମିଷ୍ଠ ହୋଇଥିଲେ । ଇଂରାଜୀ ଭାଷା-ସାହିତ୍ୟର ଅଧ୍ୟାପନା ମଧ୍ୟରେ କବିତା, ପ୍ରବନ୍ଧ ଏବଂ ଅନୁବାଦ କର୍ମ ତାଙ୍କୁ ଓଡ଼ିଆ ସାହିତ୍ୟରେ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିଛି । ତାଙ୍କର ସୃଷ୍ଟିଗୁଡ଼ିକ ମଧ୍ୟରେ ରହିଛି- 'ସାମାନ୍ୟ କଥନ', 'ଉପଭାରତ', 'ଆକାଶ ପରି ନିବିଡ଼', 'ଅନୁଭାରତ', 'ଚହଲା ଛାଇରେ ଘଡ଼ିଏ', 'ଗୁଣୁଗୁଣୁ ଚିତ୍ରପଟ', 'ଲୁହଠୁଁ ବି ଅନ୍ତରଙ୍ଗ', 'ଆମେ ଦୁହେଁ', 'ପଢ଼ ବା ନପଢ଼', 'ହଳଦୀବସନ୍ତ', 'ଯେତେସବୁ ବୀଥିକୁ ନେଇ', 'ଭାରି ମନେପଡ଼େ' ପ୍ରମୁଖ କବିତା ଗ୍ରନ୍ଥ । କବି ସୌରୀନ୍ଦ୍ର ବାରିକଙ୍କୁ 'ଆକାଶ ପରି ନିବିଡ଼' କବିତା ସଂକଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ହୋଇଥିବାବେଳେ 'ସାମାନ୍ୟ କଥନ' ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ହୋଇଛି । ବିବିଧ ସଂପର୍କର ସେତୁବନ୍ଧ ମଧ୍ୟ ଦେଇ ଜୀବନ ସକ୍ରିୟ ଏବଂ ଗତିଶୀଳ ହୁଏ ବୋଲି କବି ସୌରୀନ୍ଦ୍ରଙ୍କ ସଂପର୍କ ତତ୍ତ୍ୱ ଅନବଦ୍ୟ ।
"About this title" may belong to another edition of this title.
Seller: PBShop.store US, Wood Dale, IL, U.S.A.
PAP. Condition: New. New Book. Shipped from UK. THIS BOOK IS PRINTED ON DEMAND. Established seller since 2000. Seller Inventory # L0-9781645600916
Quantity: Over 20 available
Seller: PBShop.store UK, Fairford, GLOS, United Kingdom
PAP. Condition: New. New Book. Delivered from our UK warehouse in 4 to 14 business days. THIS BOOK IS PRINTED ON DEMAND. Established seller since 2000. Seller Inventory # L0-9781645600916
Quantity: Over 20 available
Seller: THE SAINT BOOKSTORE, Southport, United Kingdom
Paperback / softback. Condition: New. This item is printed on demand. New copy - Usually dispatched within 5-9 working days 140. Seller Inventory # C9781645600916
Quantity: Over 20 available
Seller: Books Puddle, New York, NY, U.S.A.
Condition: New. Seller Inventory # 26396691109
Quantity: 4 available
Seller: Ria Christie Collections, Uxbridge, United Kingdom
Condition: New. In. Seller Inventory # ria9781645600916_new
Quantity: Over 20 available
Seller: Majestic Books, Hounslow, United Kingdom
Condition: New. Print on Demand. Seller Inventory # 399686010
Quantity: 4 available
Seller: Chiron Media, Wallingford, United Kingdom
PF. Condition: New. Seller Inventory # 6666-IUK-9781645600916
Quantity: 10 available
Seller: Biblios, Frankfurt am main, HESSE, Germany
Condition: New. PRINT ON DEMAND. Seller Inventory # 18396691119
Quantity: 4 available
Seller: AHA-BUCH GmbH, Einbeck, Germany
Taschenbuch. Condition: Neu. nach der Bestellung gedruckt Neuware - Printed after ordering - ¿¿¿¿¿¿ ¿¿¿¿¿¿¿¿¿¿ ¿¿¿¿ ¿¿¿¿ ¿¿¿¿ ¿¿¿¿¿¿¿¿ ¿¿¿¿¿¿ ¿¿¿¿¿¿¿ ¿¿¿¿¿ ¿¿¿ ¿¿¿¿¿¿¿ ¿¿¿ ¿¿¿¿¿¿¿¿¿ ¿¿¿¿¿¿¿¿ '¿¿¿¿ ¿¿¿ ¿¿¿¿¿¿' ¿¿¿¿¿ ¿¿¿¿¿ ¿¿¿¿¿¿ ¿¿¿¿¿¿¿¿¿ ¿¿¿¿¿¿ ¿¿¿ ¿ ¿¿¿¿¿¿¿ ¿¿¿ ¿¿¿¿¿ ¿¿¿¿¿¿¿¿ ¿¿¿¿¿¿ ¿¿¿¿¿¿¿¿ ¿¿¿¿¿¿¿ ¿¿¿¿¿¿¿¿¿¿¿¿¿ ¿¿¿ ¿¿¿¿¿¿¿¿ ¿¿¿¿¿¿¿¿ ¿ ¿¿ ¿¿¿¿¿ ¿¿¿¿¿¿¿ ¿¿¿¿¿¿ ¿¿¿¿¿ ¿¿¿¿¿ ¿¿¿¿¿¿ ¿¿¿¿ ¿¿¿¿¿¿¿ ¿¿¿¿¿¿ ¿¿¿ ¿¿¿¿¿¿ ¿¿¿¿¿¿ ¿¿¿¿¿ ¿ ¿¿¿¿¿¿ ¿¿¿¿¿¿ ¿¿¿ ¿¿¿ '¿¿¿¿¿¿¿ ¿¿¿¿¿¿ ¿¿¿¿¿¿ ¿¿¿¿¿¿ ¿¿¿¿¿¿ ¿¿¿¿¿ ¿¿¿ ¿¿¿ ¿¿¿¿¿¿ ¿¿¿ ¿¿¿¿¿¿ ¿¿¿¿ ¿¿¿ ¿¿¿' ¿ ¿¿¿¿¿¿¿¿¿¿¿¿¿ ¿¿¿¿¿ ¿¿ ¿¿¿ ¿¿¿¿¿¿¿ ¿¿¿¿ ¿ ¿¿¿¿¿¿¿¿, ¿¿¿¿¿¿¿¿ ¿¿¿¿¿¿, ¿¿¿¿¿, ¿¿¿¿¿¿ ¿¿¿¿¿¿ ¿¿¿¿¿ ¿¿¿¿¿¿¿ ¿¿¿¿¿¿¿¿ ¿¿'¿ ¿¿¿¿¿¿ ¿¿¿¿¿¿¿¿ ¿¿¿¿¿¿¿¿¿ ¿ ¿¿¿ ¿¿¿¿¿¿¿¿¿ ¿¿¿, ¿¿¿¿¿¿¿¿, ¿¿¿, ¿¿-¿¿¿¿¿, ¿¿¿¿ ¿¿¿¿-¿¿¿¿¿¿¿ ¿¿¿¿¿¿¿ ¿¿¿¿¿ ¿¿¿¿¿¿ ¿¿¿ ¿¿¿¿¿¿¿¿ ¿¿¿ ¿ ¿¿¿¿¿¿ ¿¿¿¿ ¿¿¿¿ ¿¿'¿¿¿¿ ¿¿¿ ¿ ¿¿¿¿¿¿ ¿¿¿ ¿¿¿¿ ¿¿¿¿¿¿¿ ¿¿¿¿ ¿¿¿¿¿¿ ¿¿¿¿ ¿ ¿¿¿ ¿¿¿ ¿ ¿¿¿ ¿¿¿¿¿¿¿¿¿¿¿¿ ¿¿¿¿¿¿ ¿¿¿¿¿¿¿ ¿¿¿¿¿¿ ¿¿¿¿¿¿ ¿¿¿¿¿¿, ¿¿¿¿¿¿ ¿¿¿¿¿ ¿¿¿¿ ¿¿¿¿¿¿¿¿¿ ¿¿¿¿ ¿¿¿¿¿¿ ¿ ¿¿¿¿ ¿¿'¿¿¿ ¿¿¿ ¿¿¿¿¿ ¿¿¿¿ ¿¿¿ ¿¿¿¿¿¿ ¿¿¿¿¿¿ ¿. Seller Inventory # 9781645600916
Quantity: 1 available
Seller: moluna, Greven, Germany
Kartoniert / Broschiert. Condition: New. Dieser Artikel ist ein Print on Demand Artikel und wird nach Ihrer Bestellung fuer Sie gedruckt. Seller Inventory # 763519001
Quantity: Over 20 available